ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ସଞ୍ଜୟ ଦାସବର୍ମାଙ୍କ ଶୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ, ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସେ ଥିଲେ ବିଜୁ ବାବୁଙ୍କ ଅତି ଘନିଷ୍ଠ ସହଯୋଗୀ। ସେ ତାଙ୍କ ଜୀବ ଦଶାରେ ଅନେକ ପୁସ୍ତକ…