ଆଜି ପୁଣି ୮୦ କରୋନା ପଜିଟିଭ ଚିହ୍ନଟ, ୧୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ପୁଣି ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ରେ ପହଂଚିଛି। ଏମାନଙ୍କ ମଧ୍ୟରୁ ୪୩୬ ଜଣ ସୁସ୍ଥ ହୋଇଥିବାବେଳେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟରୁ ସୂଚନା ମିଳିଛି।…