ପିଟିବେ ଜନତା କହିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯେଉଁ ରାଜନେତାମାନେ ଲୋକଙ୍କୁ ମିଛ ସ୍ବପ୍ନ ଦେଖାନ୍ତି, ମାତ୍ର ତାକୁ ପୂରଣ କରିପାରନ୍ତି ନାହିଁ ସେମାନଙ୍କୁ ଲୋକମାନେ ପିଟନ୍ତି ବୋଲି କହିଛନ୍ତି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ । ଭାଜପା ବରିଷ୍ଠ ନେତା ତଥା ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ କହିଛନ୍ତି,…