ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି
ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି। ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ନାମକୁ ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିସ କରିଛନ୍ତି। ୧୦ ଜୁନ୍ ୨୦୨୨ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ…