Browsing Tag

SC sentences fugitive Vijay Mallya to 4-month imprisonment for contempt of court

ବିଜୟ ମାଲ୍ୟାଙ୍କୁ ୪ ମାସ ଜେଲଦଣ୍ଡ

ପଳାତକ ବିଜୟ ମାଲ୍ୟାଙ୍କୁ ୪ ମାସ ଜେଲଦଣ୍ଡ । ନ୍ୟାୟାଳୟଙ୍କୁ ଅବମାନନା ମାମଲାରେ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ବିଜୟ ମାଲ୍ୟା ଅବମାନନା ପାଇଁ କୋର୍ଟରେ କ୍ଷମା ମାଗିନାହାଁନ୍ତି। ଶୀର୍ଷ ଅଦାଲତ ପଳାତକ ବ୍ୟବସାୟୀଙ୍କୁ ଚାରି ସପ୍ତାହ…