ରାଜ୍ୟରେ ଖୋଲିଲା ସ୍କୁଲ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଜିଲା ବେଲ୍, ଖୋଲିଲା ସ୍କୁଲ। କରୋନା କାରଣରୁ ଦୀର୍ଘ ଦିନ ପରେ ରାଜ୍ୟରେ ଖୋଲିଛି ସ୍କୁଲ। ପିଲାଙ୍କର ଅନ୍ଲାଇନ୍ରେ ପାଠପଢ଼ା ହେଉଥିବା ବେଳେ ଆଜି ରାଜ୍ୟରେ ଶ୍ରେଣୀଗୃହରେ ଆରମ୍ଭ ହେଲା ଦଶମ ଓ ଦ୍ୱାଦଶ ପାଠପଢା। ବହୁ ଦିନ ପରେ ସ୍କୁଲ ଖୋଲିଥିବାରୁ ଖୁସି ବ୍ୟକ୍ତ…