ଓଡିଶାର ଜନତା କଂଗ୍ରେସ ଏବଂ ବାମପନ୍ଥୀଙ୍କ ବନ୍ଦ ଡାକରାକୁ ପ୍ରତ୍ୟାଖାନ କରିଛନ୍ତି :ବିଜେପି
ଓଡିଶା ଫାଷ୍ଟ( ବ୍ୟୁରୋ) : କଂଗ୍ରେସ ଏବଂ ବାମପନ୍ଥୀଙ୍କ ଭାରତ ବନ୍ଦ ଆଜି ସଂପୂର୍ଣ୍ଣ ଭାବେ ବିଫଳ ହୋଇଛି । ଆଜି ଜୀବନଯାତ୍ରା ପୂରା ସ୍ୱାଭାବିକ ରହିଥିଲା । କଂଗ୍ରେସ ବନ୍ଦ ସମୟରେ ହିଂସା ସୃଷ୍ଟି କରେ । ଏହାକୁ ଦୃଷ୍ଟିରେ ରଖି କିଛି ସ୍ଥାନରେ ଦୋକାନ ବଜାର ବନ୍ଦ ଥିଲା । ରାଜଧାନୀ…