ଶଙ୍ଖ ଧରିଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର
ବିଜେଡିରେ ମିଶିଲେ ଅରବିନ୍ଦ । ନବୀନ ନିବାସରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ଅରବିନ୍ଦ ।
ବିଜେଡି ରାଜନୀତିରେ ପୂର୍ବରୁ ବିଜୟ…