Browsing Tag

Senior Politician Ramkrushna Patnaik Passes Away

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ରାଜନେତା ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ । ୮୧ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରାମକୃଷ୍ଣଙ୍କ ପରଲୋକ ଘଟିଛି । ଏ ନେଇ ସୂଚନା ଦେଇଛନ୍ତି ରାମକୃଷ୍ଣଙ୍କ ଝିଅ ଅନୀତା । ରାମକୃଷ୍ଣ…