୨୨ରୁ +୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢା ଆରମ୍ଭ
ଆସନ୍ତା ୨୨ ତାରିଖରୁ +୨ ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢା ଆରମ୍ଭ ହେବା ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ କହିବା ଅନୁସାରେ, ଚଳିତ ବର୍ଷ ୩.୫ ଲକ୍ଷ ପିଲା ବର୍ତ୍ତମାନ ସୁଦ୍ଧା ଯୁକ୍ତ ଦୁଇରେ ନାମ ଲେଖାଇ ସାରିଲେଣି। ଏଥିସହିତ ଯେଉଁ…