ସେପ୍ଟେମ୍ବର ମାସ ପାଇଁ ରାଜ୍ୟରେ ନୂଆ କୋଭିଡ୍ ଗାଇଡଲାଇନ୍ ଜାରି
ଭୁବନେଶ୍ବର ୩୧/୦୮ : ସେପ୍ଟେମ୍ବର ମାସ ପାଇଁ ରାଜ୍ୟରେ ନୂଆ କୋଭିଡ୍ ଗାଇଡଲାଇନ୍ ଜାରି କରାଯାଇଛି । ନୂଆ ଗାଇଡଲାଇନ୍ ନେଇ ପ୍ରେସବାର୍ତ୍ତା ଜରିଆରେ ସୂଚନା ଜାରି କରିଛନ୍ତି ଏସ୍ଆରସି ପ୍ରଦୀପ ଜେନା । କରୋନା ସଂକ୍ରମଣକୁ ରୋକିବା ଦିଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ସଫଳ ହୋଇଛନ୍ତି ।…