ବିବାହ ପାଇଁ ମିଥ୍ୟା ପ୍ରତିଶ୍ରୁତି ଦେଇ ଦୈହିକ ସମ୍ପର୍କ ରଖିବା ଅର୍ଥ ଦୁଷ୍କର୍ମ ନୁହେଁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିବାହ କରିବାକୁ ମିଥ୍ୟା ପ୍ରତିଶ୍ରୁତି ଦେଇ ଦୈହିକ ସମ୍ପର୍କ ରଖିବା ଅର୍ଥ ଦୁଷ୍କର୍ମ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ନିମ୍ନ ଅଦାଲତଙ୍କ ଦ୍ୱାରା ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ଆଦେଶକୁ ଖାରଜ କରି ଗୁରୁବାର ଦିନ ହାଇକୋର୍ଟ ଏ…