ଯୌନକର୍ମୀଙ୍କୁ ମିଳିବ ଆର୍ଥିକ ସହାୟତା !
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯୌନକର୍ମୀଙ୍କୁ ଖାଦ୍ୟ ଓ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।
ସୂଚନା ଅନୁଯାୟୀ, କୋଭିଡ଼ - ୧୯ ଯୋଗୁଁ ଯୌନକର୍ମୀମାନେ ଅଭାବ ଅନଟନରେ ଜୀବନ…