ପୂର୍ବତନ ସ୍ଥଳସେନାଧ୍ୟକ୍ଷ ଜେନେରାଲ ଏସ୍.ଏଫ.ରୋଡ୍ରିଗସ୍ଙ୍କ ପରଲୋକ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏସ.ଏଫ. ରୋଡ୍ରିଗ୍ସଙ୍କ ପରଲୋକ ହୋଇଛି। ଜେନେରାଲ ରୋଡ୍ରିଗ୍ସ ୧୯୯୦ରୁ ୧୯୯୩ ମସିହା ପର୍ଯ୍ୟନ୍ତ ଦେଶର ସ୍ଥଳସେନାଧ୍ୟକ୍ଷ ଥିଲେ। ସେନାରୁ ଅବସର ନେବା ପରେ ୨୦୦୪ରୁ ୨୦୧୦ ମସିହା ପର୍ଯ୍ୟନ୍ତ ପଞ୍ଜାବ ଗଭର୍ଣ୍ଣର ମଧ୍ୟ ଥିଲେ। ୮୮ ବର୍ଷ…