ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଲେ ଅରବିନ୍ଦ ପାଢ଼ୀ ଓ ଏସ୍ ଅଶ୍ୱଥି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି । ଏଥିସହ ତାଙ୍କୁ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। କେନ୍ଦ୍ରୀୟ ଡେପୁଟେସନରେ ଥିବା ଓଡ଼ିଶା…