ପଦ୍ମ ଧରିଲେ ସିଦ୍ଧାନ୍ତ ମହପାତ୍ର
ସିନେ ଷ୍ଟାର ତଥା ପୂର୍ବତନ ବିଜେଡି ସାଂସଦ ସିଦ୍ଧାନ୍ତ ମହାପାତ୍ର ପଦ୍ମ ଧରିଛନ୍ତି । ଦିଲ୍ଲୀ ସ୍ଥିତ ବିଜେପିର ମୁଖ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଶ୍ରୀ ମହାପାତ୍ର ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।
ଏହି ମିଶ୍ରଣ ପର୍ବରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ…