ସିଦ୍ଧାର୍ଥ ଶୁକ୍ଳାଙ୍କ ଦେହାନ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଉ ନାହାନ୍ତି ବିଗ୍ ବସ୍ ବିଜେତା ସିଦ୍ଧାର୍ଥ ଶୁକ୍ଲା। ମୁମ୍ବାଇର ଏକ ହସ୍ପିଟାଲରେ ହୃଦ୍ଘାତରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା। ଟେଲିଭିଜନର ଜଣେ ଚର୍ଚ୍ଚିତ ଚେହେରା ଥିଲେ ସିଦ୍ଧାର୍ଥ। ବିଗ୍ ବସ୍ ସିଜିନ୍ ୧୩ର ସେ…