ବଲିଉଡ ଜଗତ ପାଇଁ ଆଉ ଏକ ଦୁଃଖଦ ଘଟଣା: ଚାଲିଗଲେ କଣ୍ଠଶିଳ୍ପୀ ବାପି ଲାହିରି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଲିଉଡ ଜଗତ ପାଇଁ ଆଉ ଏକ ଦୁଃଖଦ ଖବର। ୬୯ ବର୍ଷରେ ଚାଲିଗଲେ ଭେଟେରାନ୍ ସିଙ୍ଗର ଓ କମ୍ପୋଜର ବାପି ଲାହିରି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବାପି ୨୭ ନଭେମ୍ବର ୧୯୫୨ରେ କୋଲକାତାରେ ଜନ୍ମଗ୍ରହଣ କରିଥିଲେ। ସେ ନିଜର…