ଏଥର ଗିରଫ ହେବେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ !
ଯେକୌଣସି ସମୟରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ । ଯୌନ ନିର୍ଯାତନା ମାମଲାରେ ସୌରିନଙ୍କ ବିରୋଧରେ NBW ଜାରି କରିବା ଆବେଦନକୁ ଗ୍ରହଣ କରିଛନ୍ତି କୋର୍ଟ। ଏନବିଡବ୍ଲୁ ଜାରି କରିବାକୁ ପୋଲିସ କୋର୍ଟରେ ଆବେଦନ କରିଛି। ତଦନ୍ତରେ ସହଯୋଗ କରୁନଥିବାରୁ ସୌରିନଙ୍କୁ ଯେକୌଣସି ସମୟରେ…