ରାଜ୍ୟ ସରକାର ୧୨ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ୧୨ଟି ପ୍ରକଳ୍ପକୁ ସିଙ୍ଗଲ ଓ୍ୱିଣ୍ଡୋରେ ମଞ୍ଜୁରୀ ଦେଲେ ରାଜ୍ୟ ସରକାର। ଖାଦ୍ୟ ପ୍ରକ୍ରିୟାକରଣ, ପର୍ଯ୍ୟଟନ, ପ୍ଲାଷ୍ଟିକ କ୍ଷେତ୍ରରେ ହେବ ପୁଞ୍ଜି ନିବେଶ। ୨ ହଜାର ୮୨ କୋଟି ୧୭ ଲକ୍ଷ ଟଙ୍କାର ପୁଞ୍ଜି ନିବେଶ ହେବ। ଏଥିରେ ୩ ହଜାର ୬୧୨ ଜଣଙ୍କୁ…