Browsing Tag

situation-under-control-in-the-border-china

ସୀମାରେ ସ୍ଥିତି ସ୍ଥିର ଓ ନିୟନ୍ତ୍ରଣାଧୀନ ରହିଛି : ଚୀନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସୀମରେ ଭାରତ ଓ ଚୀନ ମଧ୍ୟରେ ଉତ୍ତେଜନା କମୁନଥିବାବେଳେ ଚୀନ ପକ୍ଷରୁ ଆଜି ଏକ ବଡ଼ ବୟାନ ଆସିଛି । ଚୀନର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଆଜି କୁହାଯାଇଛି ଯେ ସୀମାରେ ସ୍ଥିତି ସ୍ଥିର ଓ ନିୟନ୍ତ୍ରଣାଧୀନ ରହିଛି । ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ ଲାଗି ଦୁଇଦେଶ…