ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ବିଦ୍ୟୁତ ଆଘାତରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲ୍ଲା ଅନ୍ତର୍ଗତ ଲାଙ୍କାଭାନିଦିବା ଗାଁରେ ଘଟିଛି ଏଭଳି ଅଘଟଣ । ମୃତ ସମସ୍ତ ଶ୍ରମିକ ରାୟଗଡା ଜିଲ୍ଲା ଗୁଣପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ, ଆନ୍ଧ୍ରପ୍ରଦେଶ…