ଏଯାଏଁ ଲକ୍ଷ୍ମୀ ମାର୍କେଟ୍ କମ୍ଲେକ୍ସରେ ଲାଗିଥିବା ନିଆଁକୁ କରିହେଉନି ଆୟତ୍ତ; ଘଟଣାର ତଦାରଖ କଲେ ପୁରୀ ଏସପି
ଗତକାଲି ରାତିରେ ମରିଚିକୋଟ୍ ଛକରେ ଥିବା ଲକ୍ଷ୍ମୀ ମାର୍କେଟ୍ କମ୍ଲେକ୍ସରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି । ଏପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇପାରିନାହିଁ । ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ଜୋରଦାର ଉଦ୍ୟମ କରାଯାଉଛି । ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଏସପି…