ଆସୋସିଏସନ୍ ଅଫ୍ ଫିଜିସିଆନ୍ସ ଅଫ୍ ଇଣ୍ଡିଆ ପକ୍ଷରୁ ‘ମାଷ୍ଟର ଟିଚର’ ସମ୍ମାନ ନିମନ୍ତେ ସୋଆ ଉପଦେଷ୍ଟା ପ୍ରଫେସର ଲଳିତ…
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଚିକିତ୍ସକ ତଥା ଶିକ୍ଷାବିତ୍ ଏବଂ ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପଦେଷ୍ଟା ପ୍ରଫେସର (ଡାକ୍ତର) ଲଳିତ କୁମାର ମେହେରଙ୍କୁ ଚଳିତ ବର୍ଷର ସମ୍ମାନଜନକ ‘ମାଷ୍ଟର ଟିଚର’ ସମ୍ମାନ ନିମନ୍ତେ ଆସୋସିଏସନ୍ ଅଫ୍ ଫିଜିସିଆନ୍ସ…