Browsing Tag

SOA Community Radio enters its 15th year

୧୫ ବର୍ଷରେ ପାଦ ଦେଲା ସୋଆ କମ୍ୟୁନିଟି ରେଡିଓ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ୧୫ ବର୍ଷରେ ପାଦ ଥାପିଛି । ଗୁରୁବାର ରେଡ଼ିଓ ଷ୍ଟେସନ୍ ପରିସରରେ ଏହାର ବାର୍ଷିକ ଉତ୍ସବ ପାଳନ କରାଯାଇଛି । ୧୪ ତମ ବାର୍ଷିକ ଉତ୍ସବ ପାଳନ ଅବସରରେ ସମାଜ ପ୍ରତି ସଚେତନତା,…