ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ରେଡିଓ କ୍ଲବ୍ ମିଟ୍ ଆୟୋଜିତ
ଭୁବନେଶ୍ୱର, ୭/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସଂଗୀତ, ନୃତ୍ୟ, ପୋଡକାଷ୍ଟ, ରେଡିଓ ଜକିଂ, ସେଲିବ୍ରିଟି ଟକ୍ ଏବଂ କମ୍ୟୁନିଟି ରେଡିଓ ସମ୍ପର୍କିତ ବିତର୍କ ଓ ଆଲୋଚନାକୁ ନେଇ ୧୦ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଡିଜିଟାଲ୍ ୟୁନିଭର୍ସିଟି ରେଡିଓ କ୍ଳବ୍ ମିଟ୍ ମଙ୍ଗଳବାର ଉଦ୍ଯାପିତ…