ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍ଆର ମାନ୍ୟତା
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦେଶର ଅଗ୍ରଣୀ କରେଂଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍ସେସ୍ ରିଭ୍ୟୁ (ସିଏସ୍ଆର୍) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ କରାଯିବା ସହ ଶିକ୍ଷା କ୍ଷେତ୍ରରେ…