ଟାଇମ୍ସ ୱାର୍ଲ୍ଡ ର୍ୟାଙ୍କିଙ୍ଗରେ ସୋଆ ସ୍ଥାନିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଟାଇମ୍ସ ହାୟର ଏଡୁକେସନ୍ ୱାର୍ଲ୍ଡ ୟୁନିଭର୍ସିଟି ର୍ୟାଙ୍କିଙ୍ଗ -୨୦୨୧ରେ ସୋଆ ଡିମ୍ଡ ବିଶ୍ୱବିଦ୍ୟାଳୟ ଲଗାତାର ଦ୍ୱିତୀୟଥର ପାଇଁ ୧୦୦୧ ପ୍ଲସ୍ କାଟେଗୋରୀରେ ନିଜ ସ୍ଥାନ ହାସଲ କରିବାରେ ସଫଳତା ହାସଲ କରିଛି। ଉଚ୍ଚ ଶିକ୍ଷା କ୍ଷେତ୍ରରେ ୫ଟି ବିସ୍ତୃତ ଦିଗକୁ ନେଇ…