ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ‘ରୁଚି ଦେଶ ଗୌରବ’ ସମ୍ମାନ ପ୍ରଦାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜ ରଞ୍ଜନ ନାୟକଙ୍କୁ ଚଳିତବର୍ଷ ପାଇଁ ମର୍ଯ୍ୟାଦାଜନକ ‘ରୁଚି ଦେଶ ଗୌରବ’ ସମ୍ମାନରେ ସମ୍ମାନୀତ କରାଯାଇଛି । ଅଗ୍ରଣୀ ଶିଳ୍ପ ଉଦ୍ୟୋଗ ରୁଚି…