ତୁଳସୀ ପତ୍ରର ମାନବୃଦ୍ଧି ଏବଂ ଜୈବିକ ଚାଷ ନେଇ ସୋଆରେ ଗବେଷଣା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଠାକୁର ପୂଜା ଏବଂ ଧାର୍ମିକ କାର୍ଯ୍ୟରେ ବ୍ୟବହାର ହେଉଥିବା ପବିତ୍ର ତୁଳସୀପତ୍ର ମନୁଷ୍ୟ ଜାତିର ଜୀବନ ରକ୍ଷାକାରୀ ମଧ୍ୟ ହୋଇପାରେ। ସାରା ବିଶ୍ୱକୁ କବଳିତ କରିଥିବା କରୋନା ମହାମାରୀର ମୁକାବିଲା ପାଇଁ ସହାୟକ ହୋଇପାରେ ତୁଳସୀ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା…