ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଇଆଇଟି (ବିଏଚୟୁ) ବାରଣାସୀ ଦ୍ୱାରା ଆୟୋଜିତ ବାର୍ଷିକ କ୍ରୀଡା ମହୋତ୍ସବ ‘ସ୍ପର୍ଦ୍ଧା ୨୦୨୬’ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଛାତ୍ରଛାତ୍ରୀମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି । ମହିଳା ବିଭାଗ ଉଭୟ କବାଡି ଓ ବାସ୍କେଟବଲରେ ସୋଆ ଦଳ ଚମ୍ପିଅନ…