Browsing Tag

soa

ପୂର୍ବ ଭାରତ ଘରୋଇ ବିଶ୍ୱବିଦ୍ୟାଳୟ ତାଲିକାରେ ଆଗରେ ସୋଆ, ମିଳିଲା ଏପିଏସି ଏଜୁକେସନ୍‌ ଲିଡରସିପ୍‌ ଆୱାର୍ଡ

ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଏପିଏସି ଏଜୁକେସନ୍‌ ଲିଡରସିପ୍‌ ଆୱାର୍ଡରେ ସମ୍ମାନିତ କରାଯାଇଛି । ୨୦୨୧ ନିମନ୍ତେ ପୂର୍ବ ଭାରତରେ ଉତ୍କର୍ଷ ଲାଭ କରିଥିବା ଘରୋଇ ବିଶ୍ୱବିଦ୍ୟାଳୟ ତାଲିକାରେ ସୋଆକୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀ ସ୍ଥିତ ନରୱେ ଦୂତାବାସର ବିଜ୍ଞାନ ଓ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୩/୧୧: ସମଗ୍ର ପୂର୍ବ ଉପକୂଳରେ ଟ୍ରଫ୍ ଲାଇନ୍‌ର ପ୍ରଭାବ ଯୋଗୁଁ ଓଡ଼ିଶାର ବିଭିନ୍ନ ଅଂଚଳରେ ବର୍ଷା ଜାରି ରହିଥିବା ବେଳେ ବଙ୍ଗୋପସାଗରରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିବାରେ ଲାଗିଛି। ଯାହାର ପ୍ରଭାବରେ ଆସନ୍ତା ସପ୍ତାହରେ ଅଧିକ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ…

ସୋଆରେ ଜାତୀୟ ଏକତା ଦିବସ ପାଳିତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ସୋଆ ଆନୁକୂଲ୍ୟରେ ରବିବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି । ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀ   ଜାତୀୟ ଏକତା ଦିବସ ପାଳନ କରିଛନ୍ତି । ସ୍ୱାଧିନ ଭାରତର ପ୍ରଥମ ରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ…

ସିଆଇଡବ୍ଲୁଏ ସହ ସୋଆର ବୁଝାମଣା ପତ୍ର ସ୍ୱାକ୍ଷରିତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗବେଷଣା ଓ ନିମନ୍ତେ ଭୁବନେଶ୍ୱର ସ୍ଥିତ ଆଇସିଏଆର୍ – ସେଂଟ୍ରାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଫର୍ ଉଇମେନ୍ ଇନ୍ ଏଗ୍ରିକଲ୍‌ଚର ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ମଙ୍ଗଳବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡଃ)…

ରିଲିଜ୍ ହେଲା ସୁମା ରିୟଲ୍ ମିଡିଆର ଦ୍ୱିତୀୟ ଅବଦାନ “ମନ ମୋ ନେଇ ଗଲୁରେ”

ଭୁବନେଶ୍ୱର, ୧୬/୧୦: ଦଶହରାରେ ଓଡ଼ିଆ ସିନେ ପ୍ରେମୀଙ୍କୁ ଭେଟି ଦେବା ଉଦ୍ଦେଶ୍ୟରେ ମୁକ୍ତିଲାଭ କରିଛି ସୁମା ରିୟଲ୍ ମିଡିଆର ଦ୍ୱିତୀୟ ଅବଦାନ ଓଡ଼ିଆ ଚଳଚ୍ଚିତ୍ର “ମନ ମୋ ନେଇ ଗଲୁରେ” । ପ୍ରଫେସର (ଡଃ) ମନୋଜରଞ୍ଜନ ନାୟକଙ୍କ ନିବେଦିତ ଏହି ଚଳଚ୍ଚିତ୍ରଟି ରାଜ୍ୟର ବିଭିନ୍ନ ହଲ୍‌ରେ ଗୁରୁବାର…

ସୋଆରେ ୭୫ତମ ସ୍ୱାଧୀନତା ଦିବସ ପାଳନ

ଗତ ଦୁଇବର୍ଷ ମଧ୍ୟରେ ସାରା ବିଶ୍ୱରେ ମଣିଷ ସାମାଜିକ, ଆର୍ଥିକ ଓ ମାନସିକସ୍ତରରେ ଦୁର୍ବଳ ହୋଇଯାଇଛି। କରୋନା ମହାମାରୀ ମାନବ ଜାତିକୁ ଦୋହଲାଇ ଦେଇଛି । ଭାରତରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି । ତେଣୁ ୭୫ ବର୍ଷରେ ପାଦ ଦେଇଥିବା ସ୍ୱାଧୀନ ଭାରତର ନାଗରିକମାନେ ପରିସ୍ଥିତିର ସଠିକ…

ସୋଆ ମୁଖ୍ୟ ଲାଇବ୍ରେରିଆନ୍ ସମ୍ମାନିତ

ଭୁବନେଶ୍ୱର,୧୪/୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମୁଖ୍ୟ ଲାଇବ୍ରେରିଆନ ଡା. ଡିବି ରମେଶ ନିଜ କାର୍ଯ୍ୟକ୍ଷେତ୍ରରେ ଉତ୍କର୍ଷତା ଓ ଦକ୍ଷତା ନିମନ୍ତେ "ଏକ୍ସିଲେନ୍ସ ଇନ ଏକାଡେମିକ ଲାଇବ୍ରେରି ଆୱାର୍ଡ-୨୦୨୧'' ନିମନ୍ତେ ମନୋନୀତ ହୋଇଛନ୍ତି।ଚଳିତ ବର୍ଷ ନିମ୍ବସ ଅନଲାଇନ ପ୍ରାଇଭେଟ ଲିମିଟେଡ ଏବଂ…

ଜାତୀୟ ଶିକ୍ଷା ନୀତିର ନୂତନ ପଦକ୍ଷେପକୁ ସୋଆର ସ୍ୱାଗତ

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶିକ୍ଷାର ବ୍ୟାପକତା, ଦକ୍ଷତା ନିର୍ମାଣ ଏବଂ ଶିକ୍ଷାର ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ଜାତୀୟ ଶିକ୍ଷା ନୀତିରେ ଅଣାଯାଇଥିବା ସଂସ୍କାରର ର ଏକ ବର୍ଷ ପୂର୍ତ୍ତି ଅବସରରେ  ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଅନେକ ପଦକ୍ଷେପର…

ସୋଆ ଏନ୍‌ଏସ୍‌ଏସ୍‌ର ମୁଖ କର୍କଟ ସଚେତନତା ୱେବିନାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ ଗହ୍ୱର କର୍କଟ ରୋଗ ସଚେତନତା ପାଇଁ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ବୁଧବାର ଏକ ୱେବିନାର୍ ଆୟୋଜନ କରାଯାଇଥିଲା। ଏହିକାର୍ଯ୍ୟକ୍ରମରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସର ପ୍ରଫେସର ସତ୍ୟରଞ୍ଜନ ମିଶ୍ର “ତମାଖୁ, ପାଟିର ଖଳନାୟକ” ଶୀର୍ଷକ…

ସୋଆ ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଳିତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟର ଆନୁକୂଲ୍ୟରେ ବିଶ୍ଵ ପରିବେଶ ଦିବସ ଅବସରରେ ଏକ ଅନ୍ ଲାଇନ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ, ଇଂରାଜୀ, ହିନ୍ଦୀ ଭାଷାରେ ସମାନ୍ତରାଳ ଭାବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୪୦ ରୁ ଅଧିକ ପ୍ରତିଯୋଗୀ ‘ନବୋଦ୍ୟମ,…