୨୦୨୧ ନିମନ୍ତେ ଶ୍ରେଷ୍ଠ ପ୍ରଧ୍ୟାପକ ସମ୍ମାନରେ ସୋଆ ପ୍ରଫେସର ସମ୍ମାନିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋ ଫୁଏଲ୍ସ ଆଣ୍ଡ ବାୟୋପ୍ରୋସେସିଙ୍ଗ ରିସର୍ଚ୍ଚ କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳା ଶ୍ରେଷ୍ଠ ପ୍ରଧ୍ୟାପକ ଭାବେ ଚଳିତବର୍ଷର ଏସିଆନ ଏଜୁକେସନ ଆୱାର୍ଡରେ ସମ୍ମାନିତ ହୋଇଛନ୍ତି। ଦୀର୍ଘଦିନ ଧରି ଶିକ୍ଷା…