ଉନ୍ମୋଚନ ହେଲା ସଞ୍ଚାର ସାଥୀ ପୋର୍ଟାଲ; ଏଣିକି ସହଜରେ ମିଳିବ ହଜିଯାଇଥିବା ମୋବାଇଲ
ମିଳିଯିବ ଚୋରି ହୋଇଥିବା କିମ୍ବା ହଜିଯାଇଥିବା ମୋବାଇଲ ଫୋନ୍ । ଫୋନକୁ ଠାବ କରିହେବ, ବ୍ଲକ ମଧ୍ୟ କରିହେବ । ଯାହା ଦ୍ୱାରା ଚୋରି କରିଥିବା କିମ୍ବା ପାଇଥିବା ଲୋକ ମୋବାଇଲ୍ ଫୋନ୍ ବ୍ୟବହାର କରିପାରିବ ନାହିଁ । ମୋବାଇଲ୍ ଚୋରି ଅଭିଯୋଗ ପାଇଁ ସଂଚାର ସାଥୀ ନାମକ ପୋର୍ଟାଲ ଉନ୍ମୋଚନ କରିଛନ୍ତି…