Browsing Tag

Somya family

ACF ସୌମ୍ୟରଞ୍ଜନଙ୍କ ପରିବାର ଲୋକଙ୍କୁ ସାଢେ ତିନି ଘଣ୍ଟା ଜେରା କଲା କ୍ରାଇମବ୍ରାଞ୍ଚ ଟିମ୍

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନେଇଛି । ବୁଧବାର ସୌମ୍ୟଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ ପାଇଁ ଉକ୍ତ ଟିମ୍‌ ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ୍ ଅଧୀନ ବେଗୁନିଆ ଗ୍ରାମରେ…