ଗିରଫ ହେଲେ ମନ୍ତ୍ରୀ ବଦ୍ରି ପାତ୍ରଙ୍କ ପୁଅ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ରଙ୍କ ପୁଅ ଦେବାଶିଷ ପାତ୍ରଙ୍କୁ ଗିରଫ କରିଛି ପୋଲିସ । ଗତକାଲି ରାତି ପ୍ରାୟ ୯.୩୦ ମିନିଟରେ ମଙ୍ଗୁଳି ଟୋଲ ଗେଟ୍ ନିକଟରେ ଦେବାଶିଷଙ୍କୁ ଗିରଫ କରାଯାଇଛି। କାର୍ଯ୍ୟରତ ପୁଲିସ ଅଧିକାରୀଙ୍କୁ ମାଡ଼ ମାରିବା…