ପୁଣିଥରେ ସୋନିଆ ଗାନ୍ଧିଙ୍କୁ ଇଡିର ସମନ
ନ୍ୟାସପାଲ ହେରାଲଡ୍ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ସମନ କରିଛି। ଆସନ୍ତା ଜୁଲାଇ ୨୧ରେ ତାଙ୍କୁ ଇଡିରେ ହାଜାର ହେବାକୁ ନୋଟିସ ହୋଇଛି। କୋଭିଡ୍ରେ ପୀଡ଼ିତ ହେବା ପରେ ସୋନିଆ ଗାନ୍ଧିଙ୍କୁ ୪ ସପ୍ତାହ ସମୟ ଦିଆଯାଇଥିଲା। ଯାହା ଜୁଲାଇ ୨୨ରେ…