ଓଡିଶାରେ ଯୋଡ଼ି ହେବ ଆଉ ଏକ ଜିଲ୍ଲା, ଖୁବଶୀଘ୍ର ପଦମପୁରକୁ ମିଳିବ ଜିଲ୍ଲା ମାନ୍ୟତା
ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ ପଦମପୁର । ଓଡ଼ିଶାର ଜିଲ୍ଲା ସଂଖ୍ୟା ବୃଦ୍ଧି ପାଇବ। ଏଥିସହ ସତ ହେବ ପଦମପୁରବାସୀଙ୍କ ସ୍ବପ୍ନ । ଦୀର୍ଘଦିନ ଧରି ଜିଲ୍ଲା ମାନ୍ୟତା ଦାବି କରୁଥିଲେ ପଦମପୁରବାସୀ। ଯାହା ଏବେ ସତ ହେବାକୁ ଯାଉଛି। ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୂପଣ ପାଇଁ…