Browsing Tag

Speaker Vikram Keshari Arukh resigned

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ

ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ। ଏକ ସାମ୍ବାଦିକ ସମ୍ମିଳନୀ କରି ସେ ତାଙ୍କର ଇସ୍ତଫା ପତ୍ର ଉପ ବାଚସ୍ପତିଙ୍କ ନିକଟକୁ ପଠାଇ ଥିବା ସ୍ପଷ୍ଟ କରିଛନ୍ତି। ତେବେ ବ୍ୟକ୍ତିଗତ କାରଣ ଯୋଗୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ଦଳ…