‘ମେଣ୍ଟାଲ୍ ଡିଜ୍ଅର୍ଡର’ ମନ୍ତବ୍ୟକୁ ଗୃହ ବିବରଣୀରୁ ବାଦ୍ ଦେବାକୁ ବାଚସ୍ପତିଙ୍କ ନିର୍ଦେଶ
ବିରୋଧୀଙ୍କ ପ୍ରବଳ ଚାପ ପରେ ଶେଷରେ ୟୁ-ଟର୍ଣ୍ଣ ମାରିରେ ସରକାର । ବିରୋଧୀ ଦଳ ନେତାଙ୍କ ପ୍ରତି ଦିଆଯାଇଥିବା 'ମେଣ୍ଟାଲ୍ ଡିଜ୍ଅର୍ଡର' ମନ୍ତବ୍ୟକୁ ଗୃହ ବିବରଣୀରୁ ବାଦ୍ ଦିଆଯାଇଛି । ତେବେ ଦୁଇ ବିଜେପି ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର ହୋଇନଥିବାରୁ ବିଧାନସଭାରେ ହଟ୍ଟଗୋଳ ଜାରି ରହିଛି ।…