ମନରେଗା ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା, ୩୨ ଲକ୍ଷ ଶ୍ରମିକଙ୍କୁ ୩୫୨ କୋଟି ଟଙ୍କାର ସହାୟତା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକ ମାନଙ୍କୁ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ…