ବିଜେପୁର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ନବୀନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବରଗଡ଼ ଜିଲ୍ଲା ବିଜେପୁର ପାଇଁ ସ୍ବତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜେପୁରରେ ଥିବା ୩୪ ହଜାର କଚା ଘର ପକ୍କା ଘର କରାଯିବ । ଏଥିସହ ବରଗଡ଼ ଜିଲ୍ଲାରେ ୧୧୨୦ କୋଟିର ୨ଟି ପାନୀୟ ଜଳ ପ୍ରକଳ୍ପ ଘୋଷଣା କରାଯାଇଛି । ଦୁଇ ବର୍ଷ ଭିତରେ ବିଜେପୁର…