ରାଜ୍ୟସଭା ପାଇଁ ମନୋନୀତ ହେଲେ ଆଥଲେଟ ପି.ଟି ଉଷା, ଗାୟକ ଇଲିୟାରାଜା, ସମାଜସେବୀ ବିରେନ୍ଦ୍ର ହେଗଡେ ଓ ନିର୍ଦ୍ଦେଶକ ଭି.…
ପ୍ରଖ୍ୟାତ ଆଥଲେଟ ପି.ଟି ଉଷା ଏବଂ ଗୀତିକାର ତଥା ଗାୟକ ଇଲିୟାରାଜାଙ୍କ ସମେତ ୪ ଜଣଙ୍କୁ ରାଜ୍ୟ ସଭା ପାଇଁ ମନୋନୀତ କରାଯାଇଛି। ସମାଜସେବୀ ବିରେନ୍ଦ୍ର ହେଗଡେ ଏବଂ ଫିଲ୍ମ ନିର୍ଦ୍ଦେଶକ ଭି. ବିଜୟେନ୍ଦ୍ର ପ୍ରସାଦ ମଧ୍ୟ ରାଜ୍ୟ ସଭାକୁ ଯିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି…