ଜିଲ୍ଲାସ୍ତରୀୟ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ସମାରୋହ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜିଲ୍ଲାସ୍ତରୀୟ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପଠାଣି ସମାନ୍ତ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ , କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ଏବଂ ଉଚ୍ଚ ଶିକ୍ଷା ବିଭାଗ ଯୋଗଦାନ…