ଭୁବନେଶ୍ବର ଜିଲ୍ଲା ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକର ସଭାପତିତ୍ୱ କଲେ ଅମରେଶ
ଓଡିଶା ଫାଷ୍ଟ(ବ୍ୟୁରୋ): ଜିଲ୍ଲା ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଆଜି ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱର ଟଙ୍କପାଣି ସାଇ ମନ୍ଦିର ନିକଟସ୍ଥ ଶ୍ରୀ ସାଇ କନଭେସନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବର ଜିଲ୍ଲା ସଭାପତି ଅମରେଶ ଜେନାଙ୍କ ସଭାପତିତ୍ଵ କରିଥିଲେ…