ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ସବୁ ପ୍ରତିକ୍ଷାର ଘଟିଲା ଅନ୍ତ, ଯାହାକୁ କୋଟି କୋଟି ଓଡ଼ିଆ ଅପେକ୍ଷା କରିଥିଲେ ସେଇ ମୁହୂର୍ତ୍ତ ଆସି ପହଞ୍ଚିଛି। ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର। ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଲା ଦ୍ବାର । ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ପ୍ରତିବନ୍ଧକ ହଟିଲା । ସକାଳ ମଙ୍ଗଳ…