Browsing Tag

State cabinet meeting sept 22

୨୨ରେ ରାଜ୍ୟ କ୍ୟାବିନେଟ୍‍ ବୈଠକ

ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବ। ବୈଠକରେ ପଂଚାୟତିରାଜ, ପାନୀୟଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ…