ବନ୍ଦ ସମୟରେ ରାଜ୍ୟର ପ୍ରତି ପଞ୍ଚାୟତରେ ଗରିବଙ୍କୁ ଦିଆଯିବ ରନ୍ଧାଖାଦ୍ୟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତାଲାବନ୍ଦ ସମୟରେ ପ୍ରତି ପଞ୍ଚାୟତରେ ରନ୍ଧାଖାଦ୍ୟ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଶନିବାର ଏକ ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତି ପଞ୍ଚାୟତରେ ୧୦୦ରୁ ୨୦୦ ଲୋକଙ୍କୁ ରନ୍ଧାଖାଦ୍ୟ…