୨୫୦ରୁ ଅଧିକ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି ଜିଲ୍ଲାରେ ୨୫୦ରୁ ଅଧିକ ମାଓବାଦୀ ସମର୍ଥକ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଜଣାଯାଇଛି। ଏଭଳି ଚିତ୍ର ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ମହୁପଦର ଅଞ୍ଚଳରେ । ଆଜି ହାଟ ପଦାରେ ଏମାନେ ମାଥିଲି ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି । ମହୁପଦରରେ ପୋଲିସର ସ୍ଥାୟୀ…