ଏକାମ୍ର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମହାମାରୀ କରୋନା ମୁକାବିଲା ପାଇଁ ଏକାମ୍ର ବରିଷ୍ଠ ନାଗରିକ ସଂଘ ପୁରୁଣା ଭୁବନେଶ୍ୱର ତରଫରୁ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହାୟକ ପାଣ୍ଠିକୁ ଟ.୩୫,୦୦୦ ସହାୟତା ରାଶି ପ୍ରଦାନ କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ସଂଘର ସଭାପତି…